ମୋ ସରକାରରେ ସାମିଲ ହେବ କୋଭିଡ୍‌ ପରିଚାଳନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି I କୋଭିଡ୍‌ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ I କୋଭିଡ୍‌ ରୋଗୀ ଏବଂ କୋଭିଡ୍‌ ଯୋଦ୍ଧା ମାନଙ୍କ ସହିତ ନିୟମିତ ଯୋଗାଯୋଗ କରି ସେମାନଙ୍କଠାରୁ ମତାମତ ସଂଗ୍ରହ କରିବା ପାଇଁ ଜିଲ୍ଲା କୋଭିଡ୍‌ ପର୍ଯ୍ୟବେକ୍ଷକ ଓ … Continue reading ମୋ ସରକାରରେ ସାମିଲ ହେବ କୋଭିଡ୍‌ ପରିଚାଳନା