ଓଡ଼ିଶା

ସୁସ୍ଥ ହେଲେ ଆଉ ୬୦୬ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୬ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୧୦ ଲକ୍ଷ ୧୫ ହଜାର ୦୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୪୯ ଜଣ ରହିଛନ୍ତି ।

Show More

Related Articles

Back to top button