Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୦ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ୩୬୦ ଆକ୍ରାନ୍ତଙ୍କୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Show More

Related Articles

Back to top button