ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ୪୬୯ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୪୬୯ କରୋନା ଆକ୍ରାନ୍ତ । ଏହା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ ଅଛନ୍ତି । ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିସାଇ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୨୧୮ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 

Show More

Related Articles

Back to top button