Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨ ଜଣ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ପୁରା ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୨ ଜଣ କରୋନା ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ସୁସ୍ଥ ହୋଇଥିବା ୨୧୨ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥ ହାରକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୯୬୭୩ ରେ ପହଞ୍ଚିଛି ।

Show More

Related Articles

Back to top button