Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩୮ କରୋନା ଆକ୍ରାନ୍ତ

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରୁ ସୁସ୍ଥ ହଲେ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ସୁସ୍ଥ ହୋଇଥିବା ୪୩୮ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୨ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୯୫୮୫ ରେ ପହଞ୍ଚିଛି ।

Show More

Related Articles

Back to top button