Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ୧୭୪ କରୋନା ଆକ୍ରାନ୍ତ

ରାଜ୍ୟରେ ଲଗାତାର ଭାବେ ବୃଦ୍ଧି ପାଉଛି ସୁସ୍ଥ ହାର । ଏହି କ୍ରମରେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୭୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏଯାଏଁ ମୋଟ ୧୦ ଲକ୍ଷ ୪୨ ହଜାର ୮୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୪ ଜଣ ରହିଛନ୍ତି ।

Show More

Related Articles

Back to top button