Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସୁସ୍ଥ ହେଲେ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜିର ସୁସ୍ଥତା ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୮୨୦୭ ରେ ପହଞ୍ଚିଛି ।

Show More

Related Articles

Back to top button