Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୨୪ କୁ ବୃଦ୍ଧି ପାଇଛି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୨୪ କୁ ବୃଦ୍ଧି ପାଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱର ୨ , ବୌଦ୍ଧ ୨, କଟକ ୩ , କେନ୍ଦୁଝର ଜଣେ , ଖୋର୍ଦ୍ଦା ୨, ନବରଙ୍ଗପୁର ଜିଲ୍ଲାରୁ ଜଣେ , ପୁରୀ ୩ , ରାୟଗଡ଼ା ଜଣେ , ସୁନ୍ଦରଗଡ଼ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button