Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୨ ଶହରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବଲାଙ୍ଗିର, ଗଞ୍ଜାମ ଓ ଯାଜପୁରର ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ୩ ମୃତ୍ୟୁ ସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୩୩ରେ ପହଞ୍ଚିଛି ।

ବଲାଙ୍ଗିରର ୪୩ ବର୍ଷିଅ ପୁରୁଷ ଡାଏବେଟିସ୍ ଆକ୍ରାନ୍ତ ଥିଲେ, ତାଙ୍କର କରୋନାରେ ମୃତ୍ୟୁ ହୋଇଛି । ସେହିଭଳି ଗଞ୍ଜାମର ୭୨ ବର୍ଷିଅ ପୁରୁଷ ଏକାଧିକ ରୋଗ ସହ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ । ଯାଜପୁରର ୩୨ ବର୍ଷିଅ ପୁରୁଷ ସିକେଲ୍ ସେଲରେ ଆକ୍ରାନ୍ତ ଥିଲେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଛି ।

Show More

Related Articles

Back to top button