Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୫ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା

ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ।

ଆଜି ରାଜ୍ୟରେ ଗତକାଲି ଅପେକ୍ଷା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି । କିନ୍ତୁ କମିଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ କରୋନା ନେଇଛି ୫ ଆକ୍ରାନ୍ତଙ୍କ ଜୀବନ । ଗତକାଲି ୧୪ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ । ଗତ ୨୪ଘଣ୍ଟାରେ ସୁନ୍ଦରଗଡ଼ରୁ ୩ ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୭୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ କରୋନାରେ ସର୍ବାଧିକ ୩୬୫ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୯୬ ଜଣଙ୍କର ଜୀବନ ଗଲାଣି ।

Show More

Related Articles

Back to top button