Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରୁ ଆଜି ଆଉ ୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି

ରାଜ୍ୟରେ କରୋନା କାୟା ବଢୁଛି । ତାସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ନେଇଛି ଆଉ ୭ ଜୀବନ । ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧୯ଶହ ୬୫କୁ ବୃଦ୍ଧି ପାଇଛି ।

Show More

Related Articles

Back to top button