Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଗତ ଦୁଇ ଦିନ ହେବ ରାଜ୍ୟରେ ନୂତନ କରୋନା ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ପୂର୍ବବତ୍ ସ୍ଥିର ରହିଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି

ଗତ ଦୁଇ ଦିନ ହେବ ରାଜ୍ୟରେ ନୂତନ କରୋନା ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ପୂର୍ବବତ୍ ସ୍ଥିର ରହିଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ୧୫ ମୃତବ୍ୟକ୍ତିମାନଙ୍କ ମଧ୍ୟରୁ ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରୁ ୩ଜଣ, ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Show More

Related Articles

Back to top button