Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ପୁଣି ଥରେ ବଢୁଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୧୬ ହଜାର ୫୭୭ ଜଣ ନୂଆ ସଂକ୍ରମିତ ରୋଗୀ ଚିହ୍ନଟ

ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୧୨୦ ରହିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୧୬ ହଜାର ୫୭୭ ।

ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୧୨୦ ରହିଛି । ଦିନକରେ ସାରା ଦେଶରେ ସଂକ୍ରମିତ ହୋଇଛନ୍ତି ୧୬ ହଜାର ୫୭୭ ।

ଯାହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୩ ହଜାର ୪୯୧ କୁ ବୃଦ୍ଧି ପାଇଛି ।

ସେହିପରି ଗତ ୨୪ ଘଣ୍ଟାରେ ୧୨୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ୧ ଲକ୍ଷ ୫୬ ହଜାର ୮୨୫ରେ ପହଞ୍ଚିଛି ଦେଶରେ କରୋନା ମୃତ୍ୟୁସଂଖ୍ୟା । ମୃତ୍ୟୁହାର ରହିଛି ୧.୪୨% ।

ଗତ ୨୪ ଘଣ୍ଟାରେ ସୁସ୍ଥ ହୋଇଛନ୍ତି ୧୨ ହଜାର ୧୭୯ ଆକ୍ରାନ୍ତ । ମୋଟ୍ ସୁସ୍ଥଙ୍କ ସଂଖ୍ୟା ୧ କୋଟି ୦୭ ଲକ୍ଷ ୫୦ ହଜାର ୬୮୦କୁ ଛୁଇଁଛି । ଦେଶରେ ମୋଟ୍ ୯୭.୧୭ ପ୍ରତିଶତ ଆରୋଗ୍ୟ ଲାଭ କଲେଣି । ତେବେ ଦେଶରେ ୧ ଲକ୍ଷ ୫୫ ହଜାର ୯୮୬ ରହିଛି।

Show More

Related Articles

Back to top button