Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଆଜିଠାରୁ ୪୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ଟିକାକରଣ

ଆଜିଠାରୁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ । ୪୫ ବର୍ଷରୁ ଅଧିକ ସମସ୍ତେ ଟିକା ନେଇ ପାରିବେ । ଏଥିପାଇଁ ଆଉ ମେଡିକାଲ୍ ସାର୍ଟିଫିକେଟ ଆବଶ୍ୟକ ନାହିଁ । ପରିଚୟ ପ୍ରମାଣପତ୍ର ଦେଖାଇ ସରକାର ଓ ଘରୋଇ ସେଣ୍ଟରରେ ଟିକା ନେଇପାରିବେ । ହିତାଧିକାରୀ ଅନଲାଇନ୍‌ କିମ୍ବା ଅନ୍‌-ଦି-ସ୍ପଟ୍‌ ପଞ୍ଜିକରଣ କରିପାରିବେ ।

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ବ୍ୟାପକ ପଦକ୍ଷେପ ନେଇଛନ୍ତି ସରକାର । ଆଜିଠାରୁ ଦୁଇ ଦିନ ଛୁଟି ଥିଲେ ବି ଟିକାକରଣ ଜାରି ରହିବ । ଅଧିକ ସଂକ୍ରମିତ ଚିହ୍ନଟ ଜିଲ୍ଲାକୁ ଦିଆଯିବ ପ୍ରାଥମିକତା । ୪୫ ବର୍ଷରୁ ଅଧିକ ବୟସର ବ୍ୟକ୍ତିଙ୍କ ଟିକାକରଣରେ ପ୍ରାଥମିକତା ଭିତ୍ତିରେ ମାଛ ମାଂସ ବିକ୍ରେତା, ସେଲୁନ ବ୍ୟବସାୟୀ, ଷ୍ଟ୍ରିଟ୍‌ ଭେଣ୍ଡର୍‌, ଅଟୋ ଓ ବସ୍‌ ଡ୍ରାଇଭର, ବିଦ୍ୟାଳୟ ଓ କଲେଜ ଶିକ୍ଷକ, ରେଷ୍ଟୁରାଣ୍ଟ କର୍ମଚାରୀ ଓ ସିକ୍ୟୁରିଟି ଗାର୍ଡଙ୍କ ଭଳି ସମ୍ବେଦନଶୀଳ ବର୍ଗର ବ୍ୟକ୍ତିଙ୍କୁ ଗୁରୁତ୍ୱ ଦିଆଯିବ ।

Show More

Related Articles

Back to top button