Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର

ନୂଆଦିଲ୍ଲୀ/0910- ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଦର ଅସ୍ଥିର ରହିଛି । ଅଶୋଧିତ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 88ଟଙ୍କାରେ ପହଞ୍ଚିଥିବା ବେଳେ ଅଶୋଧିକ ଡବ୍ଲୁଟିଆଇ ମୂଲ୍ୟ 87 ଡଲାରରେ ପହଞ୍ଚିଛି । ତେବେ ଦେଶରେ ତୈଳ ଓ ଗ୍ୟାସ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାନ୍ତି ।
ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ସୋମବାର ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ କୂଲ୍ୟ 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ 106.31 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 94.27 ଟଙ୍କା , କୋଲକାତାରେ ପେଟ୍ରୋଲ ମୂଲ୍ୟ 106.03 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 92.76 ଟଙ୍କା ରହିଛି । ସେହିପରି ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ 102.63 ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button