ଦେଶଦେଶ ବିଦେଶମୁଖ୍ୟ ଖବର

ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହ୍ରାସ

ନୂଆଦିଲ୍ଲୀ-ଅନ୍ତର୍ଜାତୀୟ ବଜାରରେ ହ୍ରାସ ପାଇଛି ଅଶୋଧିତ ତୈଳଦର । ଅଶୋଧିକ ବ୍ରେଣ୍ଟ ମୂଲ୍ୟ ବ୍ୟାରେଲ ପିଛା 87ଡଲାର ଥିବା ବେଳେ ଅଶୋଧିତ ଡବ୍ଲୁଟିଆଇ ମୂଲ୍ୟ 85ଡଲାର ରହିଛି । ଏପଟେ ରାଜ୍ୟରେ ତୈଳ ଓ ବ୍ୟାପସ ବିପଣନ କମ୍ପାନୀ ପକ୍ଷରୁ ପେଟ୍ରୋଲ-ଡିଜେଲ ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ ।

ଇଣ୍ଡିଆନ ଅଏଲର ୱେବସାଇଟ୍ ମୁତାବକ ଗୁରୁବାର ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା 96.72 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 89.62 ଟଙ୍କା ରହିଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 106.31 ଟଙ୍କା ଥିବା ବେଳେ ଡିଜେଲ ଲିଟର ପିଛା 94.27ଟଙ୍କା ରହିଛି । କୋଲକାତାରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 106.03 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 92.76 ଟଙ୍କା ରହିଛି । ଚେନ୍ନାଇରେ ପେଟ୍ରୋଲ ମୂଲ୍ୟ ଲିଟର ପିଛା 102.63 ଟଙ୍କା ଥିବା ବେଳେ ଡିଜେଲ ମୂଲ୍ୟ 94.24 ଟଙ୍କା ରହିଛି ।

Show More

Related Articles

Back to top button