Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠୁ କଟକର ଐତିହାସିକ ବାଲିଯାତ୍ରା

ଆଜିଠୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । ଏଥିନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଏହାକୁ ଉଦ୍‌ଘାଟନ କରିବେ। ଏଥିରେ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତ ଏବଂ ଉଚ୍ଚାୟୁକ୍ତ (ହାଇ କମିସନର) ଯୋଗଦେବେ। ଗଣକବି ବୈଷ୍ଣବ ପାଣି ମଞ୍ଚରେ ପଦ୍ମଶ୍ରୀ ଅନୁପ ଜଲୋଟାଙ୍କ ଭଜନ ସହ ଇଣ୍ଡୋନେସିଆ ବାଲିର ସଂସ୍କୃତିକୁ ନେଇ ଅନ୍ତର୍ଜାତୀୟ କଳାକାରଙ୍କ ଦ୍ବାରା ନୃତ୍ୟ ପରିବଷେଣରେ ଆରମ୍ଭ ହେବ ପ୍ରଥମ ସାଂସ୍କୃତିକ ସନ୍ଧ୍ୟା। ଅକ୍ଷୟ ମହାନ୍ତି ମଞ୍ଚରେ ପଙ୍କଜ ଜାଲ ସଙ୍ଗୀତ ପରିବେଷଣ କରିବା କାର୍ଯ୍ୟକ୍ରମ ରହିଛି।

Show More

Related Articles

Back to top button