Breaking PLUSଓଡ଼ିଶାମୁଖ୍ୟ ଖବର

୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

୧ରୁ ତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲେ SRC । ୧ ତାରିଖରୁ ଅଶାନ୍ତ ରହିବ ସମୁଦ୍ର । ପବନର ବେଗ ସର୍ବାଧିକ ୭୦ ରହିବ । ୨ ତାରିଖରେ ସମୁଦ୍ର ଅଧିକ ଅଶାନ୍ତ ହେବା ସମ୍ଭାବନା ରହିଛି । ଡିସେମ୍ବର ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ସହ ଫେରିବାକୁ ପରାମର୍ଶ ଦିଆଯାଇଛି ।

Show More

Related Articles

Back to top button