ଓଡ଼ିଶାପାଣିପାଗ

ଅପରାହ୍ନ ୪ଟା ସୁଦ୍ଧା ୧୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ

ଆଜି ଅପରାହ୍ନ ୪ଟା ସୁଦ୍ଧା ୧୦ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ । ଏନେଇ ରାଜ୍ୟର ୧୦ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା, ସମ୍ବଲପୁର । ଏହି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

 

Show More

Related Articles

Back to top button