Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ

କନ୍ଧମାଳ: ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ । ନ୍ୟାସନାଲ ପେନସନ୍ ସ୍କିମ୍ ଟଙ୍କା ହଡପ ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଭିଜିଲାନ୍ସ ଉଠାଇ ନେଇଛି। ସେ ପାଖାପାଖି ୨୦ ଲକ୍ଷ ଟଙ୍କା ହେରଫେର କରି ସେୟାର ମାର୍କେଟରେ ନିବେଶ କରିଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ରସାନନ୍ଦଙ୍କୁ ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଶିକ୍ଷକଙ୍କ ଅଭିଯୋଗ ପରେ ବିଇଓଙ୍କୁ ଭିଜିଲାନ୍ସ ବିଭାଗ ଧରିଥିଲା। ଗିରଫ ପରେ ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ।

Show More

Related Articles

Back to top button