Breaking PLUSଦେଶମୁଖ୍ୟ ଖବର

ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କଲା ପ୍ରତିରକ୍ଷା ମନ୍ତ୍ରାଳୟ

ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କଲା ପ୍ରତିରକ୍ଷା ମନ୍ତ୍ରାଳୟ  । ଲାଇଭ୍‌ କଭରେଜ ଠାରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୁରକ୍ଷାକର୍ମୀଙ୍କ ଗତିବିଧି ସମ୍ପର୍କରେ ପ୍ରସାରଣରୁ ଦୂରରେ ରୁହନ୍ତୁ  । ସୂତ୍ର ଭିତ୍ତିକ ଖବର ପ୍ରସାରଣ ସେନା କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button