Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ମହିଳା କମିଶନର 223 କର୍ମଚାରୀଙ୍କୁ ଚାକିରିରୁ ବିଦା

ନୂଆଦିଲ୍ଲୀ- ଦିଲ୍ଲୀର ଉପ ରାଜ୍ୟପାଳ ଭି.କେ ସକ୍ସେନା ରାଜଧାନୀ ମହିଳା ଆୟୋଗର ୨୨୩ କର୍ମଚାରୀଙ୍କୁ ଚାକିରିରୁ ହଟାଇ ଦେଇଛନ୍ତି। ଅଭିଯୋଗ ହୋଇଛି ଯେ ତତ୍‌କାଳୀନ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ଥିବା ଆମ୍‌ ଆଦ୍‌ମୀ ପାର୍ଟି ସାଂସଦ ସ୍ବାତୀ ମାଲିୱାଲ୍‌ ନିୟମର ଉଲ୍ଲଂଘନ କରି ଏହି ନିଯୁକ୍ତି ଦେଇଥିଲେ। ମହିଳା ଆୟୋଗ‌ରେ ସମୁଦାୟ ୪୦ଟି ପଦ ଖାଲି ଥିବା ବେଳେ ୨୨୩ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା।

Show More

Related Articles

Leave a Reply

Your email address will not be published. Required fields are marked *

Back to top button