Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଡେଙ୍ଗୁ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ପୀଡିତ। ଏନେଇ ସୋମବାର ଖବର ମିଳିଛି। ଡେଙ୍ଗୁରେ ପୀଡ଼ିତ ମୁଖ୍ୟ ସଚିବ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶଙ୍କ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button