Breaking PLUSଓଡ଼ିଶାମୁଖ୍ୟ ଖବର
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ । ଦୀଘା ଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି । ଉତ୍ତର ଦିଗରେ ଗତି କରି ଅପରାହ୍ନରେ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ସାଗର ଦୀପ ଓ ଖେପୁପାରା ମଧ୍ୟରେ ଅତିକ୍ରମ କରିବା ସମ୍ଭାବନା ରହିଛି ।