Breaking PLUSଓଡ଼ିଶା

ପୁରୀ ଗସ୍ତରେ ଧର୍ମେନ୍ଦ୍ର ପ୍ରଧାନ

ଆଜି ପୁରୀ ଗସ୍ତରେ ରହିବେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଠାରେ ପ୍ରଧାନମନ୍ତ୍ରୀଙ୍କ କେଦାରନାଥ ଗସ୍ତ କାର୍ଯ୍ୟକ୍ରମର ସିଧାପ୍ରସାରଣରେ ଯୋଗ ଦେବେ। ଏହାପରେ କେନ୍ଦ୍ରମନ୍ତ୍ରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ । କେନ୍ଦ୍ର ମନ୍ତ୍ରୀ ପିପିଲି ବ୍ଲକର କମକନ୍ତିଆ ଗ୍ରାମ ଗସ୍ତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

Show More

Related Articles

Back to top button