Breaking PLUSଦେଶମୁଖ୍ୟ ଖବରରାଜନୀତି

ରାଏବେରିଲିରୁ ଦିନେଶ ପ୍ରତାପ ସିଂହ ବିଜେପି ପ୍ରାର୍ଥୀ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ରାଏବରେଲି ଲୋକସଭା ଆସନ ପାଇଁ ଭାରତୀୟ ଜନତା ପାର୍ଟି ଶନିବାର ପ୍ରାର୍ଥୀ ଘୋଷଣା କରିଛି। ଦଳ ଦିନେଶ ପ୍ରତାପ ସିଂହଙ୍କୁ ପ୍ରାର୍ଥୀ କରିଛି। ଦିନେଶ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ସଭାପତି ତଥା ରାଏବରେଲିର ପୂର୍ବତନ ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଲଢ଼ିଥିଲେ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button