Breaking PLUSଓଡ଼ିଶାମୁଖ୍ୟ ଖବର

ଜୁନରୁ ମାସିକ 3500 ଟଙ୍କା ଭତ୍ତା ପାଇବେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକ

ଦିବ୍ୟାଙ୍ଗ ଓ  ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ହିତାଧିକାରୀଙ୍କୁ ଜୁନ୍ ମାସରୁ ମିଳିବ ଏହି ଭତ୍ତା। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

Show More

Related Articles

Back to top button