Breaking PLUSଓଡ଼ିଶାମୁଖ୍ୟ ଖବର

ଦୋଳମୁଣ୍ଡାଇ କପଡ଼ା ଗୋଦାମରେ ନିଆଁ

କଟକ: କଟକ ଦୋଳମୁଣ୍ଡାଇରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଦୋଳମୁଣ୍ଡାଇ କପଡ଼ା ଗୋଦାମରେ ନିଆଁ। ଗୋଦାମ ଭିତରୁ ପ୍ରବଳ ଧୂଆଁ ବାହାରୁଛି। ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ତେବେ ସୁଟକେସ୍‌‌ ଶୋ’ ରୁମ ଏବଂ କପଡ଼ା ଦୋକାନରେ ସମେତ ସେଠାରେ ଥିବା ଅନ୍ୟ ଏକ ଶୋ’ ରୁମରେ ନିଆଁ ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ପ୍ରାୟ କୋଟିଏ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି।

Show More

Related Articles

Back to top button