Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍

ପୁରୀ: ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍। ଆଜି ଭୋର୍ ୪ଟା ୧୦ ମିନିଟରେ ଡ୍ରୋନ୍ ଉଡୁଥିବା ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ତେବେ ନୋ ଫ୍ଲାଇଙ୍ଗ୍ ଜୋନ୍‌ରେ କିଏ ଓ କାହିଁକି ଡ୍ରୋନ୍ ଉଡାଇଲା, ତାହାର କାରଣ ଅସ୍ପଷ୍ଟ ରହିଛି। ଡ୍ରୋନ୍ ଟି ଦୋଳମଣ୍ଡପ ସାହିରୁ ପ୍ରଥମେ ଆସି ମେଘନାଦ ପାଚେରୀ  ଉପରେ ବୁଲିଲା।  ଏବଂ ପରେ ୧୦୦ ଫୁଟ ଉଚ୍ଚକୁ ଯାଇ ଦଧିନଉତି ଏବଂ ନୀଳଚକ୍ର ଉପରେ ବୁଲିଥିଲା। ଡ୍ରୋନଟି ପୁଲିସ୍ କଣ୍ଟ୍ରାଲ ରୁମ୍ ରୁ ଆସିଛି କି ନାହିଁ ତାହା ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି।

Show More

Related Articles

Back to top button