Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ସ୍ମରଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ, 3 ଡିସେମ୍ବର – ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ 139 ତମ ଜୟନ୍ତୀରେ ତାଙ୍କ ସ୍ମରଣ କରିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରେ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଚିତ୍ରରେ ପୁଷ୍ପାଞ୍ଜଳି ଦେଇ ତାଙ୍କୁ ପ୍ରଣାମ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Show More

Related Articles

Back to top button