Breaking PLUSଓଡ଼ିଶାଖେଳଦେଶ ବିଦେଶମୁଖ୍ୟ ଖବର

ଅଲିମ୍ପିକ୍ସ ୧୦୦ ମିଟର ହିଟରେ ନିରାଶ କଲେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ

ଅଲିମ୍ପିକ୍ସ ଶହେ ମିଟର ରେସ୍ ହିଟ ରାଉଣ୍ଡରେ ନିରାଶ କରିଛନ୍ତି ଓଡ଼ିଶାର ଦୌଡ଼ରାଣୀ ଦୂତୀ ଚାନ୍ଦ । ଶହେ ମିଟର ଦୌଡ଼ (ରାଉଣ୍ଡ-୧)ର ହିଟ-୫ରେ ସେ ଦୌଡ଼ିଥିଲେ । ଭଲ ପ୍ରଦର୍ଶନ ସତ୍ତ୍ୱେ ସପ୍ତମ ସ୍ଥାନରେ ରହିଥିଲେ ଦୂତୀ ଚାନ୍ଦ । ଶହେ ମିଟର ଅତିକ୍ରମ କରିବା ପାଇଁ ସେ ନେଇଥିଲେ ୧୧.୫୪ ସେକେଣ୍ଡ । ଶହେ ମିଟରରେ ଦୌଡ଼ିଥିବା ମୋଟ୍ ୫୪ ପ୍ରତିଯୋଗୀଙ୍କ ଭିତରେ ଦୂତୀ ୪୫ତମ ସ୍ଥାନରେ ରହିଛନ୍ତି ।

ଏଥିସହ ଶହେ ମିଟର ରେସରେ ଶେଷ ହୋଇଛି ଦୂତୀଙ୍କ ଯାତ୍ରା । ଆଗକୁ ୨୦୦ ମିଟର ରେସରେ ଟ୍ରାକକୁ ଓହ୍ଲାଇବେ ଓଡ଼ିଶାର ଦୌଡ଼ରାଣୀ । ଭଲ ପ୍ରଦର୍ଶନ କରିବେ ବୋଲି ସମସ୍ତେ ଆଶା ରଖିଛନ୍ତି । ଦ୍ୱିତୀୟ ଥର ଅଲିମ୍ପିକ୍ସରେ ଭାରତରୁ ପ୍ରତିନିଧିତ୍ୱ କରିଛନ୍ତି ଓଡ଼ିଶାର ଅଲିମ୍ପିଆନ୍ ଦୂତୀ ଚାନ୍ଦ ।

Show More

Related Articles

Back to top button