Breaking PLUSଓଡ଼ିଶାମୁଖ୍ୟ ଖବର

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା, 2 ମୃତ

ଭୁବନେଶ୍ୱର- ବାଙ୍ଗିରିପୋଷି ସ୍ଥିତ ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା ଘଟିଛି । ଏକ କାରକୁ ପଛ ପଟୁ ଏକ ଟ୍ରକ୍ ଧକ୍କା ଦେଇଥିବା ସୂଚନା ମିଳିଛି । ଦୁର୍ଘଟଣା ଯୋଗୁ କାରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । କାର ଭିତରେ ଥିବା ୬ଜଣଙ୍କ ଭିତରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ୨ଜଣ ମହିଳା ହେଇଥିବା ନେଇ ସୂଚନା ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ପହଞ୍ଚି ତଦନ୍ତ କରିଛି ।

Show More

Related Articles

Back to top button