Breaking PLUSଓଡ଼ିଶାମୁଖ୍ୟ ଖବର

ଦୀପକ ଗୁପ୍ତାଙ୍କ ଘରେ ଇଡି ରେଡ୍

ଭୁବନେଶ୍ୱର/ଚମ୍ପୁଆ, 1 ମାର୍ଚ୍ଚ – ଦୀପକ ଗୁପ୍ତାଙ୍କ ବଡ଼ବିଲ ସ୍ଥିତ ଘର ଏବଂ କାର୍ଯ୍ୟାଳୟରେ ଇଡି ରେଡ୍ କରିଛି। ଖଣି ଦୁର୍ନୀତି ସଂପର୍କୀତ ମାମଲାରେ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେକର୍ଡ ଯାଞ୍ଚ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଉଲିବୁରୁ ଖଣିରେ ୧,୮୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ହେବା ପରେ ୨୦୧୩ ସେପ୍ଟେମ୍ବରରେ ଦୀପକଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ।

Show More

Related Articles

Back to top button