Breaking PLUSଦେଶ ବିଦେଶମୁଖ୍ୟ ଖବର

ଆମେରିକାରେ ଅଜଣା ଦୁର୍ବୃତ୍ତ ଗୁଳିମାଡରେ ୮ ଜଣଙ୍କ ମୃତ୍ୟୁ

ଆମେରିକାର ଆଟାଲାଣ୍ଟା ସହରରେ ଗୁଳିମାଡ ହୋଇଛି। ଅଟଲାଣ୍ଟା ସ୍ଥିତ ଜର୍ଜିଆର ୩ଟି ସ୍ପା ଭିତରେ ପଶି ଜଣେ ଦୁର୍ବୃତ୍ତ ଏହି ଗୁଳିମାଡ କରିଥିବା ନେଇ ସୂଚନା ମିଳିଛି

ଆମେରିକାର ଆଟାଲାଣ୍ଟା ସହରରେ ଗୁଳିମାଡ ହୋଇଛି। ଅଟଲାଣ୍ଟା ସ୍ଥିତ ଜର୍ଜିଆର ୩ଟି ସ୍ପା ଭିତରେ ପଶି ଜଣେ ଦୁର୍ବୃତ୍ତ ଏହି ଗୁଳିମାଡ କରିଥିବା ନେଇ ସୂଚନା ମିଳିଛି । ଏଥିରେ ୪ଜଣ ମହିଳାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ ଏହି ଗୁଳିମାଡର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Show More

Related Articles

Back to top button