Breaking PLUSଓଡ଼ିଶାମୁଖ୍ୟ ଖବର

ଦନ୍ତାହାତୀର ମୃତଦେହ ଉଦ୍ଧାର

ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଅନ୍ତଗତ ବଡବାହାଲ ରେଞ୍ଜ କରଡାପାଳ ଗାଁ ମୁଣ୍ଡରେ ଥିବା ଜଙ୍ଗଲରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର ହୋଇଛି । ତେବେ କେଉଁ କାରଣରୁ ହାତୀର ମୃତ୍ୟୁ ହୋଇଛି ତାହା ଜଣାପଡି ନାହିଁ । ଗତ କାଲି ରାତିରୁ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଁଞ୍ଚି ଏହାର ତଦନ୍ତ କରୁଛି I

Show More

Related Articles

Back to top button