Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଟ୍ରମ୍ପ ପ୍ରଶାସନରୁ ଅଲଗା ହେଲେ ଏଲନ ମସ୍କ

ଡୋନାଲ୍ଡ ଟ୍ରମ୍ପ ପ୍ରଶାସନରୁ ଅଲଗା ହେବାର ଘୋଷଣା କରିଛନ୍ତି ଏଲନ୍ ମସ୍କ। ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ। ‘ଏକ୍ସ’ ଯୋଗେ ଏନେଇ ସୂଚନା ଦେଇଛନ୍ତି ନିଜେ ଏଲନ ମସ୍କ। ସେ କହିଛନ୍ତି, ‘‘ଆମେରିକା ସରକାରରେ ଜଣେ ବିଶେଷ କର୍ମଚାରୀ ଭାବେ ମୋର ନିର୍ଦ୍ଧାରିତ ସମୟ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମୁଁ ଧନ୍ୟବାଦ ଦେବାକୁ ଚାହୁଁଛି। ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ, କାରଣ ଏହା ସରକାରଙ୍କ ସମସ୍ତ ବିଭାଗରେ ଜୀବନଶୈଳୀ ହୋଇଯିବ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button