Breaking PLUSଦେଶ ବିଦେଶମୁଖ୍ୟ ଖବର

ଜମ୍ମୁ କାଶ୍ମୀର ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି

ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ ପାଖରୁ ଗୋଟିଏ ଆମେରିକାନ୍‌ ଏମ୍‌-୪ ଏବଂ ଏକେ-୪୭ ଜବତ ହୋଇଛି। ଅନ୍ୟ କେତେକ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଛିଥିବା ଖବର ମିଳିଥିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।

Show More

Related Articles

Back to top button