Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଇଭିଏମ୍‌ରେ ତ୍ରୁଟି

ମତଦାନ ବାଧାପ୍ରାପ୍ତ

ଆଜି ପୌର ନିର୍ବାଚନ । ବିଭିନ୍ନ ସ୍ଥାନରେ କଡ଼ା ସୁରକ୍ଷା ମଧ୍ୟରେ ଚାଲିଛି ମତଦାନ । ହେଲେ କିଛି ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଥିବା ଖବର ସାମ୍ନାକୁ ଆସିଛି । ଯାହାଫଳରେ ଭୋଟର ମାନେ ଭୋଟ ନଦେଇ ଫେରୁଛନ୍ତି ।

ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳର ଓ୍ୱାର୍ଡ ନମ୍ବର ୩୯ ଓ ୨୩ରେ କାମ କରୁନି ଇଭିଏମ୍‌ ମେସିନ୍‌ । ଯାହାଫଳରେ ଏବେ ଯାଏଁ ଆରମ୍ଭ ହୋଇପାରୁନି ମତଦାନ । ଇଭିଏମ୍‌ କାମ ନକରିବାରୁ ଭୋଟ ନଦେଇ ଫେରୁଛନ୍ତି ଭୋଟର । ଯାହାକୁ ନେଇ ଭୋଟରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

Show More

Related Articles

Back to top button