Breaking PLUSଓଡ଼ିଶାମୁଖ୍ୟ ଖବର

ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ

ବରିଷ୍ଠ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୯୮୬ ବ୍ୟାଚ୍ ଆଇଏଏସ୍ ଜି.ଭି.ଭି ଶର୍ମାଙ୍କ ରାଜସ୍ୱ ପର୍ଷଦର ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି ।

ବରିଷ୍ଠ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ୧୯୮୬ ବ୍ୟାଚ୍ ଆଇଏଏସ୍ ଜି.ଭି.ଭି ଶର୍ମାଙ୍କ ରାଜସ୍ୱ ପର୍ଷଦର ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ୧୯୮୮ ବ୍ୟାଚ୍ ଆଇଏଏସ୍ ସି.ଜେ ଭେନୁଗୋପାଳଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି । ସୁଦର୍ଶନ ପାଲ୍ ଠାକୁରଙ୍କ ସ୍ଥାନରେ ଭେନୁଗୋପାଳଙ୍କୁ ଏହି ଦାୟିତ୍ୱ ଦିଆଯାଇଥିବା ବେଳେ ସେ ଚିଫ୍ ରେସିଡେଂଟ କମିଶନର ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱରେ ରହିବେ ।

Show More

Related Articles

Back to top button