Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ କାର୍ଯ୍ୟନିର୍ବାହୀ ଅଧିକାରୀ। ଆଜି ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଜଟଣୀ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣି ପାଟ୍ଟଯୋଶୀଙ୍କ ସରକାରୀ କାର୍ଯ୍ୟାଳୟ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ପୈତୃକ ଗ୍ରାମ ସୋରଡ଼ାର ୩ଟି ଘରେ ଭିଜିଲାନ୍ସ ଛାନଭିନ୍‌‌ କରୁଛି। ଏହାସହିତ ଭୁବନେଶ୍ୱର ବାସଭବନ ଓ ବ୍ରହ୍ମପୁରରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରୁଛି। ଭିଜିଲାନ୍ସର ୨ଟି ଟିମ୍‌‌ ଚଢ଼ାଉରେ ସାମିଲ ହୋଇଥିବା ସୂଚନା ମିଳିଛି।

Show More

Related Articles

Back to top button