Breaking PLUSଓଡ଼ିଶାମୁଖ୍ୟ ଖବର

ମାହାଙ୍ଗା ଡବଲ ମର୍ଡର ମାମଲା : ଶୁଣାଣିରୁ ଓହରିଲେ ବିଚାରପତି

ଭୁବନେଶ୍ୱର, 16 ଫେବୃଆରୀ – ମାହାଙ୍ଗା ଡବଲ ମର୍ଡର ମାମଲା ଶୁଣାଣି କରୁଥିବା ବିଚାରପତି ଏଥିରୁ ଓହରିଛନ୍ତି । ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ଶୁଣାଣିରୁ ଓହରି ଯାଇଛନ୍ତି । ଏବେ ମାମଲାର ଶୁଣାଣି ଅନ୍ୟ ଜଣେ ବିଚାରପତି କରିବେ । ସପ୍ତାହକ ମଧ୍ୟରେ ମୁଖ୍ୟ ବିଚାରପତିଙ୍କ ଅନୁମତି ପରେ ମାମଲାର ପରିବର୍ତୀ ଶୁଣାଣି ହେବ । ମାମଲାର ଶୁଣାଣିରୁ ଜଷ୍ଟିସ୍ ବି.ପି ରାଉତରାୟ କାହିଁକି ଓହରି ଯାଇଛନ୍ତି, ତାହା ଜଣାପଡ଼ିନାହିଁ । ସେପଟେ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି ହୋଇଛି । ଏହି ଅବଧି ମଧ୍ୟରେ ବିଧାୟକଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରିବ ନାହିଁ ପୁଲିସ ।

Show More

Related Articles

Back to top button