Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 5 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ପାଞ୍ଜ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1,755 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ପାଞ୍ଚ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ତିନି ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ଏବଂ ଭୁବନେଶ୍ୱର, ନୟାଗଡରୁ ଜଣେ ଲେଖାଏ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।

Show More

Related Articles

Back to top button