Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ପାଞ୍ଚ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ମଙ୍ଗଳବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ମଙ୍ଗଳବାର କରୋନା ଆଉ ୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଓ ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି।

Show More

Related Articles

Back to top button