Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟର ୫ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ

ଭୁବନେଶ୍ଵର, ୨୯ ଜାନୁଆରୀ – ରାଜ୍ୟର ୫ଟି ସ୍ଥାନରେ ଆଜି ସକାଳେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ସେହି ସ୍ଥାନ ଗୁଡିକ ହେଲା ଝାରସୁଗୁଡ଼ା, ପୁରୀ, ଭୁବନେଶ୍ଵର, କେନ୍ଦୁଝର ଏବଂ ଭବାନୀପାଟଣା । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Show More

Related Articles

Back to top button