ଓଡ଼ିଶାମୁଖ୍ୟ ଖବର

ତୃତୀୟ ଲହର ନେଇ ସତର୍କ କରାଇଲେ ବିଶେଷଜ୍ଞ

ତୃତୀୟ ଲହର ପୂର୍ବରୁ ସମସ୍ତ କୋଭିଡ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଡିଏମଇଟି ରମାରମଣ ମହାନ୍ତି । ସେ କହିଛନ୍ତି ସରକାରଙ୍କ ସହଭାଗିତାରେ ଚାଲିଥିବା ଘରୋଇ କୋଭିଡ ହସ୍ପିଟାଲ ଗୁଡାକୁ ତୂରନ୍ତ କୋଭିଡ ସଂକ୍ରମିତଙ୍କ ସଂଖ୍ୟା ବଢିଲେ ତୁରନ୍ତ କାର୍ଯ୍ୟଷମ କରିବାକୁ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।

ଏହାସହ ହସ୍ପିଟାଲରେ ଅକ୍ସିଜେନ, ମେଡିସିନ ମହଜୁଦ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Back to top button