ଓଡ଼ିଶାମୁଖ୍ୟ ଖବର

ବର୍ଷା ଓ ଘନ କୁହୁଡି ଯୋଗୁଁ ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା

ପର୍ଯ୍ୟଟକଙ୍କ ପାଇଁ ସୋମବାର ଜାତୀୟ ଉଦ୍ୟାନ ଶିମିଳିପାଳ ବନ୍ଦ ।

ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁଁ ପର୍ଯ୍ୟଟକଙ୍କୁ ଶିମିଳିପାଳ ମନା । ପାଗ ଶୁଖିଲା ହେବା ପରେ ପୁଣି ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିବ ।

ଏ ନେଇ ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପ ନିର୍ଦ୍ଦେଶକ ସାଇ କିରନ ଡି.ଏନ. ସୂଚନା ଦେଇଛନ୍ତି ।

Show More

Related Articles

Back to top button