Breaking PLUSଦେଶ ବିଦେଶମୁଖ୍ୟ ଖବର

ଗଣତନ୍ତ୍ର ଦିବସ ପାଇଁ ଜାରି ହେଲା ଗାଇଡଲାଇନ୍

ମାନିବାକୁ ପଡିବ ଏସବୁ କଟକଣା

ଜାନୁଆରୀ ୨୬ ପାଇଁ ଲାଗିଲା କଟକଣା । ଗଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ ନେଇ ଗାଇଡଲାଇନ୍‌ ଜାରି କରାଯାଇଛି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଗାଇଡଲାଇନ୍ ଜାରି କରାଯାଇଛି । ଗାଇଡଲାଇନ୍ ଅନୁଯାୟୀ, ଘରେ ପତାକା ଉତ୍ତୋଳନ କରିବା ବେଳେ ସର୍ବାଧିକ ୫ ଜଣ ରହିପାରିବେ । ଅନ୍ୟ ସ୍ଥାନରେ ପତାକା ଉତ୍ତୋଳନ ବେଳେ ସର୍ବାଧିକ ୧୦ଜଣଙ୍କୁ ଅନୁମତି ପ୍ରଦାନ କରାଯାଇଛି ।

ତେବେ ପତାକା ଉତ୍ତୋଳନ ବେଳେ ସମସ୍ତେ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ପାଳନ କରିବାକୁ ବାଧ୍ୟତାମୂଳକ କରାଯାଇଛି । ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ଏହି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି ।

Show More

Related Articles

Back to top button