Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଦୁଇଶହ ଅତିକ୍ରମ କଲା କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା

ଦେଶରେ କରୋନା ଗ୍ରାଫ୍‌ ଉପରମୁହାଁ ଥିବା ବେଳେ ରାଜ୍ୟରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ପରି ଆଜି ବି ରାଜ୍ୟରେ ୨୦୦ ପାର୍ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button