Breaking PLUSଓଡ଼ିଶାମୁଖ୍ୟ ଖବର

ଦୁଇଦିନିଆ ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ

ଭୁବନେଶ୍ୱର- ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍‌‌.ଜୟଶଙ୍କର ଆସିଛନ୍ତି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ରାଜ୍ୟ ବିଜେପିର ବରିଷ୍ଠ ନେତାମାନେ ତାଙ୍କର ଭବ୍ୟ ସ୍ୱାଗତ କରିଥିଲେ। ରାଜ୍ୟରେ ନିର୍ବାଚନ ପାଇଁ କେନ୍ଦ୍ରୀୟ ନେତମାନେ ଓଡ଼ିଶା ଗସ୍ତ ଜାରି ରଖିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button